Report Card Odisha

| Daily Odia News

୧୧ଟା ୩୦ଯାଏଁ ଗୃହ ମୁଲତବୀ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଆଜି ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଫଳରେ ଗୃହ କାର୍ଯ୍ୟ ଚାଲିନପାରିବାରୁ ବାଚସ୍ପତି ଦିନ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ଚିକିଟି ମଦମୃତ୍ୟୁ ଘଟଣାରେ ଆରଡିସି ତଦନ୍ତ ଦାବି କରି ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିବା ବେଳେ ଜନଜାତିଙ୍କ ସୁରକ୍ଷା ଦାବିରେ କଂଗ୍ରେସ ବିଧାୟକ ମାନେ ଗୃହର ମଧ୍ୟ ଭାଗରେ ଆସି ହୋହାଲ୍ଲା କରିଥିଲେ। ପ୍ରଶ୍ନକାଳ ଅଚଳ ହେବାରୁ ଗୃହ ଦିନ ୧୧ଟା ୩୦ମିନିଟ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।

Breaking News