ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ଆଜି ବିଧିବଦ୍ଧ ଭାବେ ନାମାଙ୍କନ ଭରିଛନ୍ତି । ଏହାର ଘଣ୍ଟାକ ପରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ | ଭୁବନେଶ୍ୱର ମଧ୍ୟ ଆସନରୁ ପ୍ରାର୍ଥୀ ଥିଲେ ଜଗନ୍ନାଥ | ତେବେ ସେ ଚଳିତ ନିର୍ବାଚନରେ ହାରିଯାଇଥିଲେ | ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖ ଉପସ୍ଥିତ ଥିଲେ।






More Stories
ଭଡ଼ାଘର ଦେବେ ସରକାର…..
୧୯ରୁ ମାଟ୍ରିକ ପରୀକ୍ଷା……
ଆସିଲା ସୁଭଦ୍ରା ଟଙ୍କା…..