Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ ରେଞ୍ଜର…..

ରିପୋର୍ଟ କାର୍ଡ / ଢେଙ୍କାନାଳ

ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ବିଭୁଦାନନ୍ଦଙ୍କ ଘର ସମତେ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି। ରେଞ୍ଜରଙ୍କ ଷ୍ଟେସନ ବଜାର ଘର, ସରକାରୀ ବାସଭବନ ଓ ଅଫିସରେ ଚଢ଼ାଉ ଚାଲିଥିବା ସୂଚନା ମିଳିଛି।

Breaking News