Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ ଲାଵ ଆସିଷ୍ଟାଣ୍ଟ…..

ରିପୋର୍ଟ କାର୍ଡ / ଝାରସୁଗୁଡା

୫୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଲାଵ ଆସିଷ୍ଟାଣ୍ଟ | ଝାରସୁଗୁଡା କୃଷି ବିଭାଗ ମୃତ୍ତିକା ପରୀକ୍ଷାଗାରର ଲାଵ ଆସିଷ୍ଟାଣ୍ଟ ଗଣେଶ କଲସେରଙ୍କୁ ଭିଜିଲାନ୍ସ ଧରିଛି। ଚାକିରୀ ହରାଇଥିବା ଜଣେ ବ୍ୟକ୍ତିଙ୍କୁ ପୁନଃ ନିଯୁକ୍ତି ପାଇଁ ସେ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଘଟଣାର ତଦନ୍ତ ଜାରି ରହିଛି।

Breaking News