ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ହଜାର ୫୮୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୪୬୩କୁ ବୃଦ୍ଧି ପାଇଛି । ଏହା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୧୬ ହଜାର ୪୩୪କୁ ବୃଦ୍ଧି ପାଇଛି । ଆକ୍ଟିଭ କେସ୍ ୧ ଲକ୍ଷ ୪୭ ହଜାର ୩୦୬ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୧୨ ହଜାର ୬୬୫ରେ ପହଞ୍ଚିଛି ।





More Stories
ବଢିଲା ଏଲପିଜି ସିଲିଣ୍ଡର ଦର….
ରାଷ୍ଟ୍ରପତିଙ୍କୁ ଭେଟିଲେ ନିର୍ମଳା ସୀତାରମଣ……
ଆଜି ବଜେଟ୍…..