ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଲଦାଖରେ ୫ଟି ନୂଆ ଜିଲ୍ଲା ଗଠନ ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୋମବାର ଏ ନେଇ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ଘୋଷଣା କରିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ଲୋକଙ୍କ ପାଇଁ ଲାଭଦାୟକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵାଧୀନ ସରକାର ଲଦାଖବାସୀଙ୍କ ପାଇଁ ପ୍ରଚୁର ସୁଯୋଗ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ଶାହ କହିଛନ୍ତି। ଲଦାଖରେ ୫ଟି ନୂଆ ଜିଲା ଗଠନ ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏ ନେଇ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ଘୋଷଣା କରିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ଲୋକଙ୍କ ପାଇଁ ଲାଭଦାୟକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵାଧୀନ ସରକାର ଲଦାଖବାସୀଙ୍କ ପାଇଁ ପ୍ରଚୁର ସୁଯୋଗ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ଶାହ କହିଛନ୍ତି।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..