ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୁଭଦ୍ରା ଯୋଜନାର ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ। ଗାଇଡଲାଇନ ଅନୁସାରେ ୨୧ ବର୍ଷରୁ ଅଧିକ ଏବଂ ୬୦ ବର୍ଷରୁ କମ ବୟସର ମହିଳାମାନେ ଏହି ଯୋଜନାରେ ଆବେଦନ କରିପାରିବେ। ସେମାନଙ୍କ ଆଧାରକାର୍ଡରେ ରହିଥିବା ଜନ୍ମ ତାରିଖକୁ ଆଧାର କରି ବୟସ ଗଣନା କରାଯିବ।
- ଆବେଦନକାରୀ ଓଡ଼ିଶାର ବାସିନ୍ଦା ହୋଇଥିବେ।
- ଗତ ଜୁଲାଇ ୧ ତାରିଖ ସୁଦ୍ଧା ହିତାଧିକାରୀଙ୍କୁ ୨୧ ବର୍ଷ ହୋଇଥିଲେ ସେ ଏହି ଯୋଜନାରେ ସାମିଲ ହୋଇପାରିବେ।
- ଆବେଦନକାରୀଙ୍କ ଜନ୍ମ ୨୦୦୩ ମସିହା ଜୁଲାଇ ୧ ପରେ ହୋଇ ନ ଥିବ ଏବଂ ୧୯୬୪ ମସିହା ଜୁଲାଇ ୨ ପୂର୍ବରୁ ହୋଇ ନ ଥିବ।
- ଆୟକର ଦେଉଥିଲେ ଯୋଜନାରେ ହୋଇପାରିବେନି ସାମିଲ।

More Stories
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..
କଂଗ୍ରେସରୁ ନିଳମ୍ବିତ ହେଲେ…..