ରିପୋର୍ଟ କାର୍ଡ / ଭୁବନେଶ୍ବର
ବିଜେପି ସରକାର ବିଜେଡି ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କରିଛନ୍ତି। ଏନେଇ ଆଜି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି, ଫାଇନାନ୍ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟ କାର୍ଯ୍ୟକ୍ରମ ଆରମ୍ଭ ହେବ। ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବେ। ଯୋଜନାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଛି।






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……