ରିପୋର୍ଟ କାର୍ଡ / କଟକ
କଟକ SCB ମେଡିକାଲ କଲେଜ ଓ ହସ୍ପିଟାଲର ନୂଆ ଡିନ୍ ଓ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ପ୍ରଫେସର ଡାକ୍ତର ଲୁସି ଦାସ। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆଜି ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। କଟକ SCB ମେଡିକାଲ କଲେଜ ଓ ହସ୍ପିଟାଲର ନୂଆ ଡିନ୍ ଓ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ପ୍ରଫେସର ଡାକ୍ତର ଲୁସି ଦାସ। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।






More Stories
ବଢ଼ିଲା ବସ ଭଡା…..
ଗୋଟିଏ ଅଫିସରେ ରହିପାରିବେନି ୩ ବର୍ଷରୁ ଅଧିକ…..
ବଢ଼ିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା…..