ରିପୋର୍ଟ କାର୍ଡ / ଭୁବନେଶ୍ଵର
ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ହିତାଧିକାରୀଙ୍କ ପାଇଁ ଆଜିଠୁ ଆରମ୍ଭ ହେଉଛି ସୁଭଦ୍ରା ଫର୍ମ ସଂଗ୍ରହ। ସବୁ ଯୋଗ୍ୟ ମହିଳା ଯୋଜନାରେ ସାମିଲ ହେବା ଯାଏଁ ଚାଲୁରହିବ ଚିହ୍ନଟ ପ୍ରକ୍ରିୟା। ଏଥିପାଇଁ ଗାଁ ଗାଁରେ ଫର୍ମ ବଣ୍ଟା ଚାଲିଛି। ସୁଭଦ୍ରା ଡଟ୍ ଓଡିଶା ଡଟ୍ ଜିଓଭି ଡଟ୍ ଇନ୍ ଏହି ପୋର୍ଟାଲରେ ସୂଚନା ପାଇପାରିବେ ହିତାଧିକାରୀ। ଏଥିପାଇଁ ମୋ ସେବା, ଜନସେବା କେନ୍ଦ୍ରରେ ଅନଲାଇନରେ ଆବେଦନ କରିହେବ। ସେପଟେ ଆଧାର ସଂଶୋଧନ ପାଇଁ ଡାକଘର ଏବଂ ଜନସେବା କେନ୍ଦ୍ରରେ ଆବେଦନକାରୀଙ୍କ ଭିଡ ଜମମୁଥିବା ଦେଖିବାକୁ ମିଳିଛି।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ପଶ୍ଚିମବଙ୍ଗ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ୍…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..