ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟ ସରକାର ୬ ଜଣ ଓଡିଶା କ୍ୟାଡର ଆଇଏଏସ୍ ଅଫିସରଙ୍କୁ ନୂତନ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ ଅକ୍ଷୟ ପିଲାଏଙ୍କୁ ବଣାଇ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ସେହିପରି ପ୍ରହଲାଦ ନାରାୟଣ ଶର୍ମାଙ୍କୁ ଆଠଗଡ଼ ଉପଜିଲ୍ଲାପାଳ, ଅରୁଗୁଲା ସ୍ନେହାଙ୍କୁ ପଦମପୁର ଉପଜିଲ୍ଲାପାଳ, ଆକାଭରମ ସାସ୍ୟା ରେଡ୍ଡୀଙ୍କୁ ଜୟପୁର ଉପଜିଲ୍ଲାପାଳ, ସମୀର କୁମାର ଜେନାଙ୍କୁ ତାଳଚେର ଉପଜିଲ୍ଲାପାଳ ଓ ସୌମ୍ୟରଞ୍ଜନ ପ୍ରଧାନଙ୍କୁ ରାଇରଙ୍ଗପୁର ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..