ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ସୁରକ୍ଷା ବୃଦ୍ଧି କରାଯିବ। ଏହାକୁ ଅଧିକ ସୁରକ୍ଷିତ କରାଯିବାକୁ ପଦକ୍ଷେପ ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୋଡ୍ରେଜ୍ ସିକ୍ୟୁରିଟିଜ ସହିତ ଆଲୋଚନା କରାଯାଇଛି। ବାହାର ରତ୍ନଭଣ୍ଡାରର ସୁରକ୍ଷା ମାନଦଣ୍ଡକୁ ଅଧିକ ସୁଦୃଢ଼ କରାଯିବ। ଏହା ସହିତ ସୁରକ୍ଷା ବ୍ୟବସ୍ଥାରେ ବାୟୋମେଟ୍ରିକ ବ୍ୟବସ୍ଥା ସହିତ ଡିଜିଟାଲାଇଜେସନକୁ ଗୁରୁତ୍ଵ ଦିଆଯିବ ବୋଲି ସୂଚନା ମିଳିଛି।






More Stories
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ….
ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ…..
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..