ରିପୋର୍ଟ କାର୍ଡ / ଭୁବନେଶ୍ୱର
ତିନି ଦିନ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଳନ ହେବ। ନୂଆଖାଇ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ପୂର୍ବରୁ ରାଜ୍ୟ ସରକାର ନୂଆଖାଇ ପାଇଁ ସେପ୍ଟେମ୍ବର ୯ ତାରିଖ କୁ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ଆଜି ସରକାର ଘୋଷଣା କରିଛନ୍ତି ଯେ, ଆସନ୍ତା ୯ ତାରିଖ ସୋମବାର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ଛୁଟି ରହିବ। ସ୍କୁଲ ଛୁଟି ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୯ ତାରିଖ ସୋମବାର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ଛୁଟି ରହିବ।
More Stories
୨୨ ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବେ ରାହୁଲ…..
ଓଡ଼ିଶା କ୍ୟାଡର ଆଇପିଏସ ଅଧିକାରୀ କେନ୍ଦ୍ରୀୟ ନିଯୁକ୍ତି ପାଇଁ ମନୋନୀତ…..
୨ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି…..