ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି ଅକଥନୀୟ ଅତ୍ୟାଚାର କରାଯାଉଛି | ଏହାର ଏକ ଘଟଣା ସାମ୍ନାକୁ ଆସିଛି। ଥାନାରେ ପଶି ହିନ୍ଦୁଙ୍କୁ ଆକ୍ରମଣ କରୁଛନ୍ତି ବାଂଲାଦେଶୀ ମୁସଲମାନ। ବାଂଲାଦେଶ ସଂଖ୍ୟାଲଘୁଙ୍କ ପାଇଁ ରହିଥିବା ମାନବାଧିକାର କଂଗ୍ରେସ(ଏଚଆରସିବିଏମ) ପକ୍ଷରୁ ଏ ସମ୍ପର୍କରେ ସାମାଜିକ ଗଣମାଧ୍ୟମ ଏକ୍ସରେ ଏକ ପୋଷ୍ଟ କରି ସଂଖ୍ୟାଲଘୁଙ୍କ ପ୍ରତି ଅତ୍ୟାଚାରକୁ ନିନ୍ଦା କରିଛି।
More Stories
ପାକିସ୍ତାନର ଏଜେଣ୍ଡା ଜମ୍ମୁକଶ୍ମୀରରେ ଲାଗୁ ହେବ ନାହିଁ,କଂଗ୍ରେସ ଓ ପାକିସ୍ତାନର ଏଜେଣ୍ଡା ସମାନ…..
ଆମେରିକା କୋର୍ଟରୁ ଅଜିତ ଡୋଭାଲ ଙ୍କ ନାଁରେ ସମନ…..
କଂଗ୍ରେସ-ଏନସି ମେଣ୍ଟ ସହ ଏକମତ ଅଛୁ : ପାକିସ୍ତାନ….