ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜଧାନୀରେ ଭୁବନେଶ୍ୱର ରେ ବୋମାମାଡ଼ ହୋଇଛି | ୟୁନିଟ ୮ କେଶରୀ ଏନକ୍ଲେଭ ଆପାର୍ଟମେଣ୍ଟରେ ବୋମାମାଡ଼ ଘଟିଥିବା ସୂଚନା ମିଳିଛି। ଏହି ବୋମାମାଡ଼ରେ କାହାର କିଛି କ୍ଷତି ହୋଇନାହିଁ। ବୋମାମାଡ ପରେ ଦୁର୍ବୁତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ନୟାପଲ୍ଲୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଛି ।






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..