ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟରେ ନିଯୁକ୍ତି ମେଳା ଅନୁଷ୍ଠିତ ହେବ। ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନ୍ଭେନ୍ଶନ ସେଣ୍ଟରରେ କାର୍ଯ୍ୟକ୍ରମ ହେବ। ଖୁବ୍ଶୀଘ୍ର ରାଜ୍ୟରେ ୩୫ ହଜାର ଯୁବତୀଯୁବକଙ୍କୁ ଯୋଗାଇ ଦିଆଯିବ ନିଯୁକ୍ତି। ବିଭିନ୍ନ ବିଭାଗରେ ଖାଲି ପଡିଥିବା ପଦବୀକୁ ଦେଖି ବିଜ୍ଞାପନ ମଧ୍ୟ ପ୍ରକାଶ କରାଯିବ। ଖାଲି ପଡିଥିବା ପଦବୀ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପୂରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରୀ ନିଯୁକ୍ତି ସମ୍ପର୍କରେ ଡିସେମ୍ବର ସୁଦ୍ଧା ବିଜ୍ଞାପନ ପ୍ରକାଶ କରାଯିବ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..