ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି | ଏହି ବୈଠକରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି । ମୃତ ବାପାର ଚାକିରୀ ପାଇପାରିବେ ଝିଅ ମାନେ | ସରକାରୀ କର୍ମଚାରୀଙ୍କର ମୃତ୍ୟୁ ହେଲେ ଝିଅ ଚାକିରୀ ପାଇପାରିବ | ଅବିବାହିତ ଝିଅ ଙ୍କୁ ନିଯୁକ୍ତି ପାଇଁ କ୍ୟାବିନେଟ ନିଷ୍ପତ୍ତି ନେଇଛି | ଅଗ୍ନିବୀର ଙ୍କ ପାଇଁ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣକୁ କ୍ୟାବିନେଟ ମୋହର ମାରିଛି |






More Stories
ପୁଣି ଲଘୁଚାପ ସମ୍ଭାବନା…..
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
୧୦ ଜିଲ୍ଲାରେ ହେବ ନିଯୁକ୍ତି……