ରିପୋର୍ଟ କାର୍ଡ / ଭୁବନେଶ୍ୱର
ପାର୍ବଣ ପୂର୍ବରୁ କୁଖ୍ୟାତ ଅପରାଧୀଙ୍କୁ ତଡିପାର କରାଯିବ। ସହରରୁ ତଡିପାର କରିବାକୁ ଅପରାଧୀଙ୍କ ତାଲିକା ପ୍ରସ୍ତୁତ ହୋଇଥିବା ସୂଚନା ଦେଇଛନ୍ତି ପୁଲିସ କମିଶନର ସଞ୍ଜୀବ ପଣ୍ଡା। ଜାମିନରେ ଥିବା ଅଭ୍ୟାସଗତ ଅପରାଧୀଙ୍କ ଉପରେ ମଧ୍ୟ ନଜର ରଖାଯାଇଛି। ସବୁ ଥାନା ସ୍ତରରେ ସ୍ପେଶାଲ୍ ଡ୍ରାଇଭ୍ ଆରମ୍ଭ ହୋଇଥିବା କମିଶନର ସୂଚନା ଦେଇଛନ୍ତି।






More Stories
ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ…..
ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା…..
ଆରମ୍ଭ ହେବ ଭୋଟର ସର୍ଭେ…..