ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଦଳିଲା ଗଣଶିକ୍ଷା ବିଭାଗର ମୋ ସ୍କୁଲ ଅଭିଯାନ ନାଁ। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି। ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ ସ୍କୁଲ ନାଁକୁ ବଦଳରେ ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ହେବ ବୋଲି ଘୋଷଣା କରିଥିଲେ।ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ବ୍ୟୟବରାଦ ହୋଇଥିଲା।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……