ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦିନିକିଆ ଓଡିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୧୦ଟା ୫୦ରେ ପ୍ରଧାନମନ୍ତ୍ରୀ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଏୟାରପୋର୍ଟରୁ ବାହାରିଥିଲେ ଗାଡକଣ । ସେଠାରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇବା ପରେ ତାଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ଆବାସ ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ କ୍ଷୀରି ଖାଇଛନ୍ତି । ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିଥିଲେ ।






More Stories
ପୁଣି ଲଘୁଚାପ ସମ୍ଭାବନା…..
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
୧୦ ଜିଲ୍ଲାରେ ହେବ ନିଯୁକ୍ତି……