ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଯାଇଛି । ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ଆକାଉଣ୍ଟକୁ ଯାଇଛି । ବଟନ ଟିପି ଜନତା ମଇଦାନରେ ସ୍ୱତନ୍ତ୍ର ଉତ୍ସବରେ ମୋଦୀ ଏହି ଶୁଭାରମ୍ଭ କରିଛନ୍ତି । ବର୍ଷକୁ ୨ଟି କିସ୍ତିରେ ୧୦ ହଜାର ଟଙ୍କା ମିଳିବା ସହ ୫ ବର୍ଷରେ ୫୦ ହଜାର ଟଙ୍କା ମିଳିବ । ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଖାତାକୁ ଗଲା ‘ସୁଭଦ୍ରା’ଟଙ୍କା। ସୁଭଦ୍ରା ସହ ଅନ୍ୟାନ୍ୟ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ । ରେଳ, ଆବାସ ସହ ଅନ୍ୟ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……