ରିପୋର୍ଟ କାର୍ଡ / ଭୁବନେଶ୍ଵର
ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାକୁ ନେଇ ସାରା ରାଜ୍ୟ ସମେତ ଦେଶରେ ଚର୍ଚ୍ଚା ଜୋର ଧରିଛି। ଘଟଣାକୁ ନେଇ ଓଡ଼ିଶା ପୋଲିସ ନିନ୍ଦିତ ହେଉଥିବାବେଳେ ବିଭିନ୍ନ ମହଲରେ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି ହେଉଛି। ଇତି ମଧ୍ୟରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଛନ୍ତି ସେନା ଅଧିକାରୀ। ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହଙ୍କୁ ଚିଠି ଲେଖି ମାମଲାକୁ ଗୁରୁତ୍ଵର ସହ ନେଇ ନିଜ ଆଡୁ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି ଲେଫ୍ଟନାଣ୍ଟ ଜେନେରାଲ ପି.ଏସ ଶେଖାଓ୍ବତ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……