ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୋ ବସ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଆଜି ଭୁବନେଶ୍ଵରର ରଘୁନାଥପୁର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣକ ପାରିକୁଦ ଅଞ୍ଚଳର ବୋଲି ସୂଚନା ମିଳିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ବସକୁ ଅଟକ ରଖିଛନ୍ତି । ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..