ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ହଜାର ୭୩୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୭୦୫କୁ ବୃଦ୍ଧି ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୪୬ ହଜାର ୯୧୪ କୁ ବୃଦ୍ଧି ପାଇଛି । ଆକ୍ଟିଭ କେସ୍ ୧ ଲକ୍ଷ ୫୧ ହଜାର ୭୦୮ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୩୮ ହଜାର ୫୦୧ରେ ପହଞ୍ଚିଛି ।





More Stories
ପ୍ରକାଶ ପାଇଲା ସିବିଏସଇ ଦଶମ ବୋର୍ଡ ପରୀକ୍ଷା ଫଳ…..
ଭାରତ ମଧ୍ୟସ୍ଥ ହେଲେ ସ୍ବାଗତ କରିବୁ…..
ଆପ୍ ସାଂସଦଙ୍କ ଘରେ ଇଡି ଚଢାଉ…..