ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦଶହରା ଉତ୍ସବକୁ ନେଇ ଓଡ଼ିଶା ହାଇକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି | ଏଥିସହିତ ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ତେବେ କଟକ ସହରର ରାସ୍ତାଘାଟ ଅବସ୍ଥାକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ଏହାର ଉତ୍ତରରେ ୫ ତାରିଖ ସୁଦ୍ଧା ରାସ୍ତା ମରାମତି ସାରିବାକୁ ପୂର୍ତ୍ତ ସଚିବ କୋର୍ଟଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।






More Stories
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….
୬ ସିଭିଲ ଜଜ୍ଙ୍କ ବଦଳି…..
ପଶ୍ଚିମବଙ୍ଗ ଗଲେ ମୁଖ୍ୟମନ୍ତ୍ରୀ…..