ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ ବୈଠକ | ବିଭିନ୍ନ ବିଭାଗର ପ୍ରସ୍ତାବଗୁଡ଼ିକ ଉପରେ ଆଲୋଚନା ହେବ। ଅପରାହ୍ଣ ୫ଟାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ କ୍ୟାବିନେଟ୍ ବୈଠକ ବସିବ। ବୈଠକରେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ଓଡ଼ିଶା ସାଧାରଣ ବଣ୍ଟନ ବ୍ୟବସ୍ଥା (ନିୟନ୍ତ୍ରଣ) ଆଦେଶ, ୨୦୧୬ ସଂଶୋଧନ ପ୍ରସ୍ତାବ, ଆଇନ ବିଭାଗର ୨ଟି ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।






More Stories
ବଡ଼ ନିଷ୍ପତ୍ତି ନେବ ବିଜେଡି…..
ଆଜିଠୁ ସବୁ ବିଦ୍ୟାଳୟ ଛୁଟି…..
୧ରୁ ଭିତରକନିକା ବନ୍ଦ…..