ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଚଳିତ ଅକ୍ଟୋବର ୫ ତାରିଖରେ ଚାଷୀଙ୍କୁ ମିଳିବ ପିଏମ୍ କିଷାନ ଟଙ୍କା। ମହାରାଷ୍ଟ୍ରରୁ ପ୍ରଧାନମନ୍ତ୍ରୀ ମୋଦୀ ଚାଷୀଙ୍କ ଆକାଉଣ୍ଟକୁ ଯୋଜନାର ୧୮ତମ କିସ୍ତି ପଠାଇବେ। ୯ କୋଟି ୫୦ ଲକ୍ଷ ଚାଷୀଙ୍କ ଖାତାକୁ ପଠାଯିବ ମୋଟ୍ ୨୦ ହଜାର କୋଟି ଟଙ୍କାର ଆର୍ଥିକ ସହାୟତା। ମହାରାଷ୍ଟ୍ରରୁ ସିଧାସଳଖ ଚାଷୀଙ୍କ ଆକାଉଣ୍ଟ ମୋଦୀ ଟଙ୍କା ପଠାଇବେ ବୋଲି ସୂଚନା ମିଳିଛି।






More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..