ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସାଉଥ୍ ସୁପରଷ୍ଟାର ରଜନୀକାନ୍ତ । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି। ପେଟରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ସୋମବାର ବିଳମ୍ବିତ ରାତିରେ ତାଙ୍କୁ ଚେନ୍ନାଇର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରଜନୀକାନ୍ତ ଅସୁସ୍ଥ ହେବା ଖବର ସାମ୍ନାକୁ ଆସିବା ପରେ ସାମାଜିକ ଗଣମାଧ୍ୟମରେ ପ୍ରଶଂସକ ଗଭୀର ଦୁଃଖ ପ୍ରକାଶ କରିବା ସହ ଶୀଘ୍ର ଆରୋଗ୍ୟ ହେବା ପାଇଁ କାମନା କରିଛନ୍ତି |






More Stories
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
ଆଜି ପୂର୍ବାଞ୍ଚଳ କୃଷି ସମ୍ମିଳନୀ……
ରୁପା ଆମଦାନୀ ଉପରେ କଟକଣା……