ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡେଇ ବ୍ୟବହାର ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଆଜି ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ପାଇଁ ନିଷିଦ୍ଧ କରାଯାଇଛି । ଜଣେ ପାଳିଆ ସେବକ ମହାପ୍ରଭୁଙ୍କୁ ସେବାପୂଜାରୁ ନିଲମ୍ବନ କରାଯାଇଛି । କାର୍ଯ୍ୟାନୁଷ୍ଠାନ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢୀଙ୍କ ପକ୍ଷରୁ ସୂଚନା ମିଳିଛି । ମହାପ୍ରଭୁଙ୍କ ସେବାରେ ପରମ୍ପରା ବହିର୍ଭୂତ କାର୍ଯ୍ୟ,ବିଶୃଙ୍ଖଳା ବରଦାସ୍ତ କରାଯିବନି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ।
More Stories
କ୍ଷମା ମାଗ,ନଚେତ୍ ନବୀନ ନିବାସ ଘେରିବୁ…..
ଓଡ଼ିଆ ନବବର୍ଷରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ,ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ…..
ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି…..