ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ-କଶ୍ମୀରରେ ହୋଇଛି ପ୍ରଥମ ବିଧାନସଭା ନିର୍ବାଚନ । ଏହି କେନ୍ଦ୍ର ଶାସିତ ପ୍ରଦେଶରେ ୧୦ ବର୍ଷ ପରେ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ୯୦ ସିଟ୍ରେ ହେଉଛି ମହାମୁକାବିଲା। ନ୍ୟାସନାଲ କନଫରେନ୍ସ ଓ କଂଗ୍ରେସର ମେଣ୍ଟ ୫୧ ସିଟ୍ରେ ଆଗରେ ରହିଥିବା ବେଳେ ବିଜେପି ୨୫ ରେ ରହିଛି |
More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..