ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରରେ ବସିବ ଛତିଶା ନିଯୋଗ ବୈଠକ। କାର୍ତ୍ତିକ ମାସର ନୀତିକାନ୍ତି ଓ ନାଟମଣ୍ଡପରେ ଏୟାରକଣ୍ଡିସନ ବ୍ୟବସ୍ଥା ନେଇ ବୈଠକରେ ଆଲୋଚନା ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟା ୩୦ରେ ବୈଠକ ଅନୁଷ୍ଠିତ ହେବ। ଏଥିରେ ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକଙ୍କ ସହ ଛତିଶା ନିଯୋଗ ନାୟକ ଓ ସମସ୍ତ ନିଯୋଗର ସଭାପତି ଓ ସମ୍ପାଦକମାନେ ଯୋଗଦେବେ।






More Stories
ଡାକ୍ତର ଆନ୍ଦୋଳନ ସ୍ଥଗିତ…..
ମହିଳା IICଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…..
ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ……