ରିପୋର୍ଟ କାର୍ଡ / ଭୁବନେଶ୍ୱର
ସାରା ରାଜ୍ୟ ଦୁର୍ଗା ପୂଜା ଲାଗି ଉତ୍ସବମୁଖର ରହିଛି । ଏହି ସମୟରେ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା(କର) ଛାଡ଼ କରିଛନ୍ତି। ରାଜଧାନୀ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ସବୁ ପୂଜା ପେଣ୍ଡାଲର ଭଡ଼ା ଛାଡ଼ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବାବ ପରେ ଏହି ଘୋଷଣା କରାଯାଇଛି।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ