ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସୁଛି ଲଘୁଚାପ। ପୁଣି ଭିଜିବ ଓଡିଶା । ଆସନ୍ତା ୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ। ପରବର୍ତ୍ତୀ ସମୟରେ ଲଘୁଚାପଟି ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ଘନୀଭୂତ ହୋଇ କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ଏକ୍ସ ଜରିଆରେ ଏନେଇ ଆଜି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।






More Stories
ପୁଣି ଲଘୁଚାପ ସମ୍ଭାବନା…..
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
୧୦ ଜିଲ୍ଲାରେ ହେବ ନିଯୁକ୍ତି……