ରିପୋର୍ଟ କାର୍ଡ /ଭୁବନେଶ୍ଵର
ରାଜଧାନୀ ଭୁବନେଶ୍ୱରରେ ସ୍ପା ନାଁରେ ଚାଲିଥିଲା ସେକ୍ସ ରାକେଟ୍ । ରବି ଟକିଜ୍ ଛକର ଏକ ସେଲୁନ୍ ଆଣ୍ଡ ସ୍ପାରେ ସେକ୍ସ ରାକେଟ୍ ଠାବ ହୋଇଛି। ବଡଗଡ ପୋଲିସ କୌଣସି ସୂତ୍ରରୁ ସେଠାରେ ଅନୈତିକ କାର୍ଯ୍ୟ ଚାଲୁଥିବାର ସୂଚନା ପାଇବା ପରେ ଚଢାଉ କରିଥିଲା। ଜଣେ ଯୁବକ ଏଥିରେ ଧରାପଡିଥିବାବେଳେ ଦୁଇ ଜଣ ଯୁବତୀଙ୍କୁ ପୋଲିସ ଉଦ୍ଧାର କରିଛି। ତେବେ ଉକ୍ତ ଯୁବତୀଙ୍କୁ ଉଦ୍ଧାର କରିବା ପାଇଁ ଜଣେ ଯୁବକ ଆସିଥିବାବେଳେ ତାଙ୍କୁ ସ୍ପା ମାଲିକ ମାଡପିଟ୍ କରିଥିବାରୁ ସେ ଆହତ ହୋଇଥିବା ସୂଚନା ମିଳିଛି ।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….