ରିପୋର୍ଟ କାର୍ଡ / ଝାରଖଣ୍ଡ
ବିଧାନସଭା ନିର୍ବାଚନ ପୂର୍ବରୁ ଝାରଖଣ୍ଡ ଡିଜିପିଙ୍କ ବଦଳି ପାଇଁ ନିର୍ଦ୍ଦେଶ। ଆଜି ନିର୍ବାଚନ ଆୟୋଗ ଡିଜିପି ଅନୁରାଗ ଗୁପ୍ତାଙ୍କ ବଦଳି ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂତ୍ରରୁ ପ୍ରକାଶ ରିପୋର୍ଟ ଅନୁସାରେ, ନିର୍ବାଚନ ଆୟୋଗ ତୁରନ୍ତ ଗୁପ୍ତାଙ୍କ ବଦଳି କରିବା ସହ ତାଙ୍କ ସ୍ଥାନରେ ଡିଜିପି ସ୍ତରର ଜଣେ ବରିଷ୍ଠ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗୁପ୍ତାଙ୍କ ବିରୁଦ୍ଧରେ ଏକାଧିକ ଅଭିଯୋଗ ଆସିବା ପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ନିର୍ବାଚନ ଆୟଗଙ୍କ ପକ୍ଷରୁ କୁହାଯାଇଛି ଯେ, ଡିଜିପି ଅନୁରାଗ ଗୁପ୍ତାଙ୍କ ବିରୁଦ୍ଧରେ ଏକାଧିକ ଅଭିଯୋଗ ଆସିଥିଲା। ଏହି ଅଭିଯୋଗକୁ ଆଧାର କରି ଏବଂ ତାଙ୍କ ପୂର୍ବ କାର୍ଯ୍ୟପନ୍ଥାଙ୍କୁ ବିଚାର ବିମର୍ଶ କରାଯାଇ ବଦଳି ପାଇଁ ନିର୍ଦ୍ଦେଶ ଦିଆଯାଇଛି।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..