ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରକାଶ ପାଇଛି ୨୦୨୨ ମସିହାର ଓଏଏସ୍ ରେଜଲ୍ଟ। ମୋଟ୍ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍ ଟେନ୍ରେ ୫ ମହିଳା ଓ ୫ ପୁରୁଷ ରହିଛନ୍ତି। ପ୍ରଥମ ସ୍ଥାନରେ ଶ୍ୱେତାଶ୍ରୀ ମହାପାତ୍ର ରହିଥିବା ବେଳେ ଦ୍ଵିତୀୟ ସ୍ଥାନରେ ପ୍ରିଙ୍କିଲ ପରବୀନ ପରିଡ଼ା, ତୃତୀୟ ସ୍ଥାନରେ ଦୀପ୍ତିରଞ୍ଜନ ପତି, ଚତୁର୍ଥ ସ୍ଥାନରେ ପ୍ରଜ୍ଞା ପାରଙ୍ଗମ, ପଞ୍ଚମ ସ୍ଥାନରେ ଆଜାଦ ସାହୁ, ଷଷ୍ଠ ସ୍ଥାନରେ ଦୀପମ ରାଉତ, ସପ୍ତମ ସ୍ଥାନରେ ଦେବବ୍ରତ ଗୌଡ଼, ଅଷ୍ଟମ ସ୍ଥାନରେ ଆଦିତ୍ୟ ଦୀପଙ୍କର ଷଡ଼ଙ୍ଗୀ, ନବମ ସ୍ଥାନରେ କପିଳ କୁମାର ମହାନ୍ତି ଓ ଦଶମ ସ୍ଥାନରେ ଅମ୍ରିତା ସାହୁ ରହିଛନ୍ତି।






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
୬ ସ୍ୱତନ୍ତ୍ର ଟ୍ରେନ୍ ସେବା ସମ୍ପ୍ରସାରଣ….
ମେ’ ରେ ମାଟ୍ରିକ୍ ରେଜଲ୍ଟ…..