ରିପୋର୍ଟ କାର୍ଡ / କେନ୍ଦୁଝର
କେନ୍ଦୁଝର ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଆଜି ସକାଳୁ କୈଳାଶଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଚଢାଉ ଜାରି ରହିଛି। ଭୁବନେଶ୍ଵର, କଟକ, ପୁରୀ, ଯାଜପୁର ଏବଂ କେନ୍ଦୁଝରରେ ଏକକାଳୀନ ଚଢାଉ କରାଯାଉଛି। ଦୀର୍ଘ ଦିନ ଧରି ସେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲା ଦାୟିତ୍ଵରେ କାର୍ଯ୍ୟରତ ଥିବାବେଳେ ତାଙ୍କ ନାଁରେ ବିଭିନ୍ନ ସମୟରେ ଦୁର୍ନତୀ ନେଇ ଅଭିଯୋଗ ହେଉଥିଲା।






More Stories
ନିର୍ମାଣ ହେବ ନୂଆ ରାଜସ୍ୱ ଭବନ…..
ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ…..
ତ୍ରୁଟିଶୂନ୍ୟ ରଥଯାତ୍ରା ଉପରେ ଗୁରୁତ୍ଵ…..