ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୁଣି ଯବାନଙ୍କୁ ଏକ ବଡ ସଫଳତା ମିଳିଛି। ଜମ୍ମୁ କାଶ୍ମୀର ପୁଞ୍ଛରେ ଥିବା ଆତଙ୍କବାଦୀଙ୍କ କ୍ୟାମ୍ପକୁ ଯବାନମାନେ ଧ୍ବଂସ କରିଦେଇଥିବା ସୂଚନା ମିଳିଛି। ତେବେ ଘଟଣାସ୍ଥଳରୁ ହାଣ୍ଡ ଗ୍ରେନେଡ୍ ସହ କିଛି ପାକିସ୍ତାନୀ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି। ବର୍ତ୍ତମାନ୍ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପୁରା ଅଞ୍ଚଳରେ ସର୍ଚ୍ଚ ଅପରେସନ୍ କୁ ଜୋରଦାର କରାଯାଇଛି।






More Stories
ଆଜି ସାରା ଦେଶରେ ଔଷଧ ଦୋକାନ ବନ୍ଦ…..
ଦେଶ ଏକ ବଡ଼ ‘ଆର୍ଥିକ ଝଡ଼’ର ସମ୍ମୁଖୀନ ହେବାକୁ ଯାଉଛି…..
୨୦ରେ ମିଳିବନି ଔଷଧ…..