ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ରାଜଧାନୀ ଭୁବନେଶ୍ବରରେ ‘ରନ୍ ଫର୍ ୟୁନିଟି’ ମାରାଥନ୍ ଆୟୋଜିତ ହୋଇଛି। କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଉଦଘାଟନ କରିଛନ୍ତି। ଏହି ଦୌଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ଏକାମ୍ର ବିଧାୟକ ବାବୁ ସିଂହ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଛନ୍ତି।





More Stories
ଆସିଲା ନୂଆ ଗାଇଡ୍ଲାଇନ୍…..
ବାଲିଯାତ୍ରାରେ ବନ୍ଦ ରହିବ ସମସ୍ତ ଦୋଳି…..
ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି…..