ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୬ ହଜାର ୫୭୭ ଜଣ କରୋନା ରେ ଆକ୍ରାନ୍ତ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୮୨୫ କୁ ବୃଦ୍ଧି । ଏହା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୧୦ ଲକ୍ଷ ୬୩ ହଜାର ୪୯୧ କୁ ବୃଦ୍ଧି ପାଇଛି । ଆକ୍ଟିଭ କେସ୍ ୧ ଲକ୍ଷ ୫୫ ହଜାର ୯୮୬ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ଲକ୍ଷ ୫୦ ହଜାର ୬୮୦ରେ ପହଞ୍ଚିଛି ।





More Stories
ମୁନ୍ଦ୍ରା ବନ୍ଦରରେ ପହଞ୍ଚିଛି ଜଗ୍ ଲଡକି…..
ରାଜନୀତିରେ କେବେ ପୂର୍ଣ୍ଣଚ୍ଛେଦ ପଡ଼ିନଥାଏ…..
ଦିଲ୍ଲୀ ସାଧନଗରରେ ଅଗ୍ନିକାଣ୍ଡ:୩ ଜଣ ଶିଶୁଙ୍କ ସମେତ ୭ ମୃତ…..