ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ବିମାନବନ୍ଦରରେ ପୁଣି ବୋମା ଆତଙ୍କ ଖେଳିଯିବାରୁ ଇଣ୍ଡିଗୋ ବିମାନ ଜରୁରୀ ଅବତରଣ କରିଥିବା ଖବର ମିଳିଛି। ବିମାନ ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ କଲା ଜରୁରୀ ଅବତରଣ କରିଛି। ବିମାନରେ ବୋମା ଥିବା ନେଇ ଧମକ ମିଳିବା ପରେ ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନର ଜରୁରୀ ଅବତରଣ କରାଯାଇଛି। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ କଲା ଜରୁରୀ ଅବତରଣ କରିଛି ବିମାନ। ବିମାନରେ ବୋମା ଥିବା ନେଇ ଧମକ ମିଳିବା ପରେ ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନର ଜରୁରୀ ଅବତରଣ କରାଯାଇଛି। ତେବେ ବିମାନର ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ବୋମା ଆତଙ୍କ ପରେ ସୁରକ୍ଷାକର୍ମୀମାନେ ବିମାନରେ ତଲାସୀ ଆରମ୍ଭ କରିଥିଲେ। ତେବେ କୌଣସି ବୋମାର ସନ୍ଧାନ ମିଳିପାରି ନାହିଁ । ଗତ କିଛି ଦିନ ହେବ ଲଗାତାର ବିଭିନ୍ନ ବିମାନକୁ ବୋମା ଧମକ ମିଳି ଆସୁଛି। ଏଥିଲାଗି ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….