ରିପୋର୍ଟ କାର୍ଡ / ଭଦ୍ରକ
ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍ ଉପରକୁ ମଙ୍ଗଳବାର ଦୁର୍ବୃତ୍ତ ଗୁଳିମାଡ କରିଛନ୍ତି । ଭଦ୍ରକ ଓ ବାଉଦପୁର ସେକ୍ସନ ମଝିରେ ଟ୍ରେନ୍ ଉପରକୁ ଗୁଳିମାଡ କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଟ୍ରେନ୍ ଉପରକୁ ୨ ରାଉଣ୍ଡ ଗୁଳିମାଡ ହୋଇଛି । ଗୁଳିମାଡରେ ଗାର୍ଡ ବଗିର ଝରକା କାଚ ଭାଙ୍ଗିଛି । ଖବର ପାଇ ଜିଆର୍ପି ଓ ସ୍ଥାନୀୟ ପୋଲିସ ଛାନ୍ଭିନ୍ ଆରମ୍ଭ କରିଛି ।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..