ରିପୋର୍ଟ କାର୍ଡ / ଭୁବନେଶ୍ୱର
କିଛି ଦିନ ପୂର୍ବେ ବିଜେଡିକୁ ବାଏ ବାଏ କହିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ସେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି ସୁନନ୍ଦା। ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଜେଡି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ସୁନନ୍ଦା । ମାତ୍ର ଏହି ନିର୍ବାଚନରେ ତାଙ୍କୁ ଟିକେଟ ଦେଇ ନ ଥିଲା ଦଳ। ଦଳରେ ଅଣଦେଖା ହେଉଥିବା ଅଭିଯୋଗ ଆଣି ଗତ ୨୯ ତାରିଖରେ ବିଜେଡି ଛାଡ଼ିଥିଲେ ସୁନନ୍ଦ। ।
More Stories
ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ କମିସନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା….
ମନ୍ତ୍ରୀମାନେ ଜିଲ୍ଲା କଥା ବୁଝିବେ….
ARIଙ୍କୁ ବାନ୍ଧିଲା ଭିଜିଲାନ୍ସ…..