ରିପୋର୍ଟ କାର୍ଡ / ଭୁବନେଶ୍ଵର
ଭିଜିଲାନ୍ସ ଜାଲରେ ଫସିଥିବା ଇଡ୍କୋ ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହ ଆଜି ଗିରଫ ହୋଇଛନ୍ତି। ଗତକାଲି ବିଜୟଙ୍କ ବିଭିନ୍ନ ଠିକଣାରେ ଚଢ଼ାଉବେଳେ ବିପୁଳ ପରିମାଣର ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ। ସୂଚନାଯୋଗ୍ୟ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଜୟ କୁମାର ଉଦୟସିଂହଙ୍କ ଏକକାଳୀନ ୬ଟି ଠିକଣାରେ ଭିଜିଲାନ୍ସ ଚଢାଉ କରିଥିଲା। ଭୁବନେଶ୍ଵର, ଖୋର୍ଦ୍ଧା, ପୁରୀର ୬ଟି ସ୍ଥାନରେ ଚଢାଉ କରିଥିଲା ଟିମ୍। ରାତି ୪ଟାରୁ ଚଢାଉ ଆରମ୍ଭ ହୋଇଥିଲା।






More Stories
ଅକ୍ଟୋବରରୁ ନୂଆ ଭୋଟର ତାଲିକା ପ୍ରସ୍ତୁତି…..
ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି…..
ହୀରାକୁଦ ଖୋଲିଲା ଆଉ ୪ ଗେଟ୍…..