ରିପୋର୍ଟ କାର୍ଡ / ଖୋର୍ଦ୍ଧା
ଘରୋଇ ୟୁନିଭର୍ସିଟି ହଷ୍ଟେଲରୁ ଉଦ୍ଧାର ହେଲା ଡିପ୍ଲୋମା ଛାତ୍ରଙ୍କ ଝୁଲନ୍ତା ମୃତଦେହ । ମୃତ ଛାତ୍ର ଜଣକ ଛତିଶଗଡର ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି ।
More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….