ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୬ ତାରିଖଠାରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସର୍ବଦଳୀୟ ବୈଠକ ୨୫ ତାରିଖ ଦିନ ଅନୁଷ୍ଠିତ ହେବ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏହି ଅଧିବେଶନ ୩୧ ତାରିଖ ଯାଏ ଚାଲିବ। ଏହି ଅଧିବେଶନକୁ ସୁରୁଖୁରୁରେ ପରିଚାଳନା ଲାଗି ବାଚସ୍ପତି ସମସ୍ତଙ୍କର ସହଯୋଗ ଲୋଡ଼ିବେ।ଏଣେ ଏଥର ଅଧିବେଶନ ସରଗରମ ହେବାର ସମ୍ଭାବନା ରହିଛି। ଉଭୟ ବିରୋଧୀ ଓ ଶାସକ ମୁହାଁମୁହିଁ ହୋଇପାରନ୍ତି।





More Stories
ଆସିଲା ନୂଆ ଗାଇଡ୍ଲାଇନ୍…..
ବାଲିଯାତ୍ରାରେ ବନ୍ଦ ରହିବ ସମସ୍ତ ଦୋଳି…..
ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି…..