ରିପୋର୍ଟ କାର୍ଡ / ଭୁବନେଶ୍ୱର
ସାଧାରଣ ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ଐତିହାସିକ କଟକ ବାଲିଯାତ୍ରାର ଅବଧିକୁ ଆଉ ଦିନଟିଏ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବାଲିଯାତ୍ରା ୨୨ତାରିଖ ପରିବର୍ତ୍ତେ ୨୩ତାରିଖ ପର୍ଯ୍ୟନ୍ତ ଚାଲିବ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ କଟକ ବାଲିଯାତ୍ରାକୁ ଗୋଟିଏ ଦିନ ବୃଦ୍ଧି କରିଛନ୍ତି। ଚଳିତ ନଭେମ୍ବର ୧୫ ତାରିଖ କାର୍ତ୍ତିକ ପୂର୍ଣ୍ଣିମାଠାରୁ ୮ଦିନ ପର୍ଯ୍ୟନ୍ତ ଆୟୋଜିତ ଏହି ନବମ ଦିବସରେ ଉଦଯାପନ ହେବ ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..