ରିପୋର୍ଟ କାର୍ଡ / ଯାଜପୁର
ବିଜେପି ନେତା ତଥା ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ରାତିରେ ହୋଇଥିବା ଆକ୍ରମଣ ଘଟଣାକୁ ନେଇ ପରିସ୍ଥିତି ଉତ୍ତେଜନାମୂଳକ ରହିଛି। ଏହି ଘଟଣାର ତଦନ୍ତ ପ୍ରକ୍ରିୟା ନିମନ୍ତେ ପୋଲିସ ୩ଟି ଟିମ୍ ଗଠନ କରିଥିବା ବେଳେ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏହି ଘଟଣା ପରେ ଧର୍ମଶାଳାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଗତ ରାତିରୁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଖୋଜୁଛି । ଏହି ମାମଲାରେ ପୋଲିସ ୬ ଜଣଙ୍କୁ ଅଟକ ରଖିଛି । ତେବେ ଏନେଇ ପୋଲିସ ପକ୍ଷରୁ କୌଣସି ସ୍ପଷ୍ଟ କରାଯାଇନାହିଁ । ସେପଟେ କୌଣସି ଅପ୍ରିତିକର ସ୍ଥିତିକୁ ଏଡାଇବା ଲାଗି ଯାଜପୁର ଟାଉନ ଥାନା ଆଗରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଗତକାଲି ରାତିରେ ଯାଜପୁରରେ ପହଞ୍ଚିଛନ୍ତି ଏଡିଜି ଲ’ ଆଣ୍ଡ ଅର୍ଡର ସଂଜୟ କୁମାର। ଯାଜପୁର ସଦର ଥାନା ଓ ଟାଉନ ଥାନା ଅନ୍ତର୍ଗତ ସମ୍ବେଦନଶୀଳ ସ୍ଥାନଗୁଡ଼ିକ ଉପରେ ପୋଲିସର କଡ଼ା ନଜର ରହିଛି ଏବଂ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ସୂଚନା ମିଳିଛି । କେନ୍ଦ୍ରୀୟ ଟିମ୍ ଗସ୍ତବେଳେ ଜିଲ୍ଲାପାଳମାନେ ରହିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଏହି କେନ୍ଦ୍ରୀୟ ଟିମ୍ ଫେରିଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରୀୟ ଟିମ୍ ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ସହାୟତା ରାଶି ଆସିବ। ତେବେ ପ୍ରତ୍ୟେକ ବର୍ଷ ପ୍ରାକୃତିକ ବିପର୍ଯ୍ୟୟ ଶୀକାର ଓଡ଼ିଶା ହେଉଥିବାରୁ ଭିତ୍ତିଭୂମି କ୍ଷୟକ୍ଷତିର ସ୍ଥାୟୀ ସମାଧାନ ପାଇଁ ସ୍ୱତନ୍ତ୍ର ଅର୍ଥ ମଗାଯିବ ଓ ଏନେଇ ବିଶେଷଜ୍ଞମାନଙ୍କ ସହ ବିଚାରବିମର୍ଶ ଚାଲିଛି ବୋଲି ଶ୍ରୀ ପୂଜାରୀ କହିଛନ୍ତି। ଶ୍ରୀ ରାଏଙ୍କ ନେତୃତ୍ୱରେ କେନ୍ଦ୍ର ସରକାରଙ୍କ କୃଷି ବିଭାଗର ନିର୍ଦ୍ଦେଶକ ଡଃ ମାନ ସିଂଙ୍କ ସମେତ ଅନ୍ୟ ସଦସ୍ୟମାନଙ୍କୁ ୨୪ତାରିଖ ସୁଦ୍ଧା ଭୁବନେଶ୍ୱରରେ ପହଂଚିବାକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି।






More Stories
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……