ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଶିକ୍ଷକ ନିଯୁକ୍ତି ପାଇଁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ରେଜଲ୍ଟ ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶାର ଅଫିସିଆଲ ୱେବସାଇଟ ଓଡ଼ିଶା ଡଟ୍ ଏସି ଡଟ୍ ଇନ୍ (http://www.bseodisha.ac.in/) ରେ ଲଗ୍ ଇନ୍ କରି ପରୀକ୍ଷାର୍ଥୀମାନେ ତାଙ୍କର ରେଜଲ୍ଟ ଜାଣିପାରିବେ। ପରୀକ୍ଷାର୍ଥୀମାନେ ସେମାନଙ୍କ ରୋଲ୍ ନମ୍ୱର ବା ନାଁ ସବମିଟ୍ କରିବା ପରେ ରେଜଲ୍ଟ ଦେଖିପାରିବେ।






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..