ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ସସପେନ୍ସ ଭିତରେ ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏକନାଥ ସିନ୍ଦେ | ଆଜି ରାଜ୍ୟପାଳଙ୍କୁ ଭେଟି ଏକନାଥ ସିନ୍ଦେ ନିଜର ଇସ୍ତଫା ପତ୍ର ଦେଇଛନ୍ତି | ନୂଆ ସରକାର ଗଠନ ପର୍ଯ୍ୟନ୍ତ କାମଚଳା ମୁଖ୍ୟମନ୍ତ୍ରୀ ରହିବେ ବୋଲି ଦଳର କର୍ମକର୍ତ୍ତାମାନେ ସୋମବାର କହିଛନ୍ତି। ନୂତନ ମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ୍ ଶପଥ ଗ୍ରହଣ ନ ହେବା ପର୍ଯ୍ୟନ୍ତ କାମଚଳା ମୁଖ୍ୟମନ୍ତ୍ରୀ ଭାବରେ ରହିବେ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..